Tuesday, August 26, 2025
spot_imgspot_img
Homeତାଜା ଖବରଦେଶରେ କମିଲା କମର୍ସିଆଲ ଗ୍ୟାସ ଦର

ଦେଶରେ କମିଲା କମର୍ସିଆଲ ଗ୍ୟାସ ଦର

ଦେଶରେ କମିଲା କମର୍ସିଆଲ ଗ୍ୟାସ ଦର । ଦିଲ୍ଲୀରେ ଗ୍ୟାସ ୮୩ ଟଙ୍କା ୫୦ ପଇସା ଶସ୍ତା ହେଲା । ଗତ ମେ’ରେ ୧୭୨ ଟଙ୍କା ଶସ୍ତା ହୋଇଥିଲା ।  ଦିଲ୍ଲୀରେ କମର୍ସିଆଲ ଗ୍ୟାସର ଦର ୮୩.୫ ଟଙ୍କା ହ୍ରାସ ପାଇଛି ଏବଂ ବର୍ତ୍ତମାନ ନୂତନ ମୂଲ୍ୟ ୧୭୭୩ ଟଙ୍କା ହୋଇଛି । ଗତ ମାସରେ  ଗ୍ୟାସ ମୂଲ୍ୟ ସିଲିଣ୍ଡର ପିଛା ୧୮୫୬.୫୦ ଟଙ୍କା ଥିଲା। ଏଥି ସହିତ ଘରୋଇ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୧୧୦୩ ଟଙ୍କା ରହିଛି । ମୁମ୍ବାଇରେ ୧୭୨୫ ଟଙ୍କାରେ ବିକ୍ରି ହେଉଛି ଏବଂ ଚେନ୍ନାଇରେ ଏଲପିଜି ମୂଲ୍ୟ ୧୯୭୩ ଟଙ୍କା । କୋଲକାତାରେ ଏହାର ମୂଲ୍ୟ ୧୯୬୦.୫୦ ରୁ ୧୮୭୫.୫୦ ଟଙ୍କାକୁ ହ୍ରାସ କରାଯାଇଛି । ମୁମ୍ବାଇରେ  ୮୩.୫୦ ଟଙ୍କା ୧୮୦୮.୫୦ ରୁ ୧୭୨୫ ଟଙ୍କା ଶସ୍ତା ହୋଇଛି । ଏଥି ସହିତ ଚେନ୍ନାଇରେ ଏଲପିଜି ଗ୍ୟାସ ୨୦୨୧.୫୦ ରୁ ୮୪.୫୦ ଟଙ୍କାକୁ ହ୍ରାସ ହୋଇ ୧୯୩୭ ଟଙ୍କାକୁ ପହଞ୍ଚିଛି ।

RELATED ARTICLES

LEAVE A REPLY

Please enter your comment!
Please enter your name here

- Advertisment -spot_img

Most Popular

Recent Comments