Monday, August 25, 2025
spot_imgspot_img
Homeତାଜା ଖବର୧୯ ଏପ୍ରିଲରେ ଓଡ଼ିଶା ଆସିବେକେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ

୧୯ ଏପ୍ରିଲରେ ଓଡ଼ିଶା ଆସିବେକେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ

କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ଏପ୍ରିଲ ୧୯ ତାରିଖରେ
ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ବୋଲି ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ସୋମବାର
ସୂଚନା ଦେଇଛନ୍ତି। ସାମ୍ବାଦିକମାନଙ୍କ ସହ ଆଲୋଚନା ସମୟରେ ସେ କହିଛନ୍ତି ଯେ, ସଡ଼କ ପରିବହନ
ଏବଂ ରାଜପଥ ମନ୍ତ୍ରୀ ଏପ୍ରିଲ ୧୯ ତାରିଖରେ ଭୁବନେଶ୍ୱର ଆସି ବରମୁଣ୍ଡା ଗ୍ରାଉଣ୍ଡରେ ରାଜ୍ୟ ପାଇଁ
ଅନେକ ଜାତୀୟ ରାଜପଥ ପ୍ରକଳ୍ପର ଉଦ୍‌?ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ସେ କହିଛନ୍ତି ଯେ,
ସମ୍ପ୍ରତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ରାଜ୍ୟ ଗସ୍ତରେ ଆସି ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ
ଯୋଜନା(ଏବି-ପିଏମଜେଏୱାଇ) ଆରମ୍ଭ କରିଥେô ଲ। ଓଡ଼ିଶାର ସାମଗ୍ରିକ ବକି ।ଶ ପାଇଁ କେନ୍ଦ୍ର ସରକାର
ଗୁରୁତ୍ୱ ଦେଉଥିବା ସେ କହିଛନ୍ତି।

RELATED ARTICLES

LEAVE A REPLY

Please enter your comment!
Please enter your name here

- Advertisment -spot_img

Most Popular

Recent Comments