Tuesday, August 26, 2025
spot_imgspot_img
Homeତାଜା ଖବରପ୍ରକାଶ ପାଇଲା ଯୁକ୍ତ ୨ ରେଜଲ୍ଟ

ପ୍ରକାଶ ପାଇଲା ଯୁକ୍ତ ୨ ରେଜଲ୍ଟ

ପ୍ରକାଶ ପାଇଲା ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ। ଘୋଷଣା କଲେ ଗଣ ଶିକ୍ଷା ମନ୍ତ୍ରୀ ସୁଦାମ ମାରଣ୍ଡି। ବିଜ୍ଞାନରେ ପାସ୍ ହାର ୮୪.୯୩%। ବାଣିଜ୍ୟରେ ପାସ୍ ହାର ୮୧.୧୨%। ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍ ହାର ଅଧିକ। ବିଜ୍ଞାନରେ ୯୬.୪୧% ରେଜଲ୍ଟ ସହ ନୟାଗଡ଼ ଆଗରେ।ବିଜ୍ଞାନରେ ୬୧.୫୫% ରେଜଲ୍ଟ ସହ ସର୍ବନିମ୍ନରେ ଗଜପତି। ସେହିଭଳି ବାଣିଜ୍ୟରେ ୯୩.୯% ରେଜଲ୍ଟ ସହ ନୟାଗଡ଼ ଆଗରେ ରହିଛି। ବାଣିଜ୍ୟରେ ୫୫.୫୫% ରେଜଲ୍ଟ ସହ ସର୍ବନିମ୍ନରେ ବୌଦ୍ଧ ଜିଲ୍ଲା ରହିଛି।

RELATED ARTICLES

LEAVE A REPLY

Please enter your comment!
Please enter your name here

- Advertisment -spot_img

Most Popular

Recent Comments