Tuesday, August 26, 2025
spot_imgspot_img
Homeତାଜା ଖବରମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବାଘେଲ

ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବାଘେଲ

ଛତିଶଗଡ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେଶ ବାଘେଲ ଆଜି ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇ କରମଣ୍ଡଳ ଦୁର୍ଘଟଣା ସଂପର୍କରେ ଆଲୋଚନା କରିଥିଲେ। ଦୁର୍ଘଟଣା ରେ ମୃତାହତ ଲୋକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଆହତ ଲୋକଙ୍କ ଉଦ୍ଧାର, ଚିକିତ୍ସା ଆଦି ଯେ କୌଣସି କାମ ପାଇଁ ସବୁ ପ୍ରକାର ସହାୟତା ଯୋଗାଇ ଦେବାକୁ ସେ ପ୍ରସ୍ତାବ ଦେଇଥିଲେ।ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ଏହି ସଦିଚ୍ଛା ପାଇଁ ତାଙ୍କୁ ଧନ୍ୟବାଦ୍ ଦେଇଥିଲେ।

RELATED ARTICLES

LEAVE A REPLY

Please enter your comment!
Please enter your name here

- Advertisment -spot_img

Most Popular

Recent Comments