Tuesday, August 26, 2025
spot_imgspot_img
Homeତାଜା ଖବରକୁଆପଥର ଓ ଘୁର୍ଣ୍ଣିଝଡରେ କ୍ଷତିଗ୍ରସ୍ତ ନାରାୟଣପାଟଣାର ୨୧ ଆଦିବାସୀ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

କୁଆପଥର ଓ ଘୁର୍ଣ୍ଣିଝଡରେ କ୍ଷତିଗ୍ରସ୍ତ ନାରାୟଣପାଟଣାର ୨୧ ଆଦିବାସୀ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

ନିକଟରେ କୁଆପଥର ଓ ଘୂର୍ଣ୍ଣିଝଡରେ କ୍ଷତିଗ୍ରସ୍ତ କୋରାପୁଟ ନାରାୟଣପାଟଣା ବ୍ଲକ ଲଙ୍ଗଳବେଡା ପଞ୍ଚାୟତର କନକପୁଟ ଓ ଦଳେଇପେଟା ଗାଁର ୨୧ଟି ଅତ୍ୟନ୍ତ ଗରିବ ଆଦିବାସୀ ପରିବାରଙ୍କ ଘର ସମ୍ପୂର୍ଣ୍ଣ ଭାବରେ ନଷ୍ଟ ହୋଇଯାଇଛି। ସେମାନଙ୍କ ଘରର ପୁନଃନିର୍ମାଣ ପାଇଁ ସହାୟତ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୬ ଲକ୍ଷ ୩୦ ହଜାର ଟଙ୍କା ମଞ୍ଜୁର କରିଛନ୍ତି । ପ୍ରତି କ୍ଷତିଗ୍ରସ୍ତ ପରିବାର ୩୦,୦୦୦ ଟଙ୍କା ଲେଖାଏ ସହାୟତା ପାଇବେ ।

RELATED ARTICLES

LEAVE A REPLY

Please enter your comment!
Please enter your name here

- Advertisment -spot_img

Most Popular

Recent Comments