Tuesday, August 26, 2025
spot_imgspot_img
Homeତାଜା ଖବରବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଇଛି ଲଘୁଚାପ କ୍ଷେତ୍ର । ମିଆଁମାର ଉପକୂଳ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ହୋଇଛି ।ଏ ନେଇ ପାଣିପାଗ ବିଭାଗରୁ ସୂଚନା ମିଳିଛି ।

RELATED ARTICLES

LEAVE A REPLY

Please enter your comment!
Please enter your name here

- Advertisment -spot_img

Most Popular

Recent Comments